4 ଜିସୁ କଇଲା, "ସାସ୍ତରେ ପଡାସ୍ ନାଇ କି ? ଆଦିପୁର୍ବେ ପର୍ମେସର୍ ନର୍ ଲକ୍କେ ମୁନୁସ୍ ଆରି ମାଇଜି କରି ତିଆର୍ କଲା । 5 ସେଡେବେଲେ ମାପ୍ରୁ କଇରଇଲା, ଏଟାର୍ ପାଇ ବଲି ମୁନୁସ୍, ତାର୍ ଆୟା ବାବାର୍ତେଇ ଅନି ବିନେ ଅଇସି ଆରି ସେମନ୍ ଦୁଇ ଲକ୍ ଗଟେକ୍ ଅଇବାଇ । 6 ଆରି ସେମନ୍ ଅଲ୍ଗା ନ ଅଅତ୍, ମିସି ରଇବାଇ । ସେମନ୍ ଦୁଇଲକ୍ ଇସାବେ ନ ରଅତ୍ । ଜନ୍ ଲକ୍ମନ୍କେ ପର୍ମେସର୍ ଜଡିଆଚେ, ଲକ୍ମନ୍ ସେମନ୍କେ ବେଗ୍ଲାଇବାଟା ଟିକ୍ନାଇ ।"
Publicidade
Publicidade