9 ପଣ୍ଡିତ୍ମନ୍ ରାଜାର୍ କାତା ସୁନି ସେ ଜାଗାଇଅନି ବାରିଗାଲାଇ । ଗାଲାବେଲେ ଏଦେ ଦେକା ! ସେମନ୍ ପୁରୁବ୍ ଦେସେ ଜନ୍ ତାରା ଦେକି ରଇଲାଇ, ସେ ତାରା ଆରି ତରେକ୍ ଡିସ୍ଲା । 10 ସେମନ୍ ତାରା ଦେକି ବେସି ସାର୍ଦା ଅଇଗାଲାଇ । ତାରା ସେମନର୍ ଆଗେ ଜାଇକରି ଜିସୁ ରଇଲା ଜାଗାର୍ ଉପ୍ରେ ଅଟ୍କିଗାଲା ।