18 "ସୁନା, ଆମେ ଜିରୁସାଲମେ ଗାଲୁନି । ତେଇ ନର୍ପିଲା ମୁଇ, ମୁକିଅ ପୁଜାରି ଆରି ଦରମ୍ ଗୁରୁମନ୍କେ ସର୍ପି ଅଇବି । ସେମନ୍ ମକେ ମରନ୍ ଡଣ୍ଡ୍ ଦେବାଇ । 19 ତାର୍ପଚେ ସେମନ୍ ମକେ, ଜିଉଦି ନ ଅଇଲା ଲକ୍ମନ୍କେ ସର୍ପି ଦେବାଇ । ଜିଉଦି ନ ଅଇଲା ଲକ୍ମନ୍, ମକେ କିଜାଇବାଇ, କର୍ଡା ସଙ୍ଗ୍ ମାର୍ବାଇ ଆରି କୁର୍ସେ ଚଗାଇବାଇ । ମାତର୍ ତିନ୍ଦିନ୍ ପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।"
Publicidade
Publicidade