24 ସେମନ୍ ଜିସୁକେ ପାଚାର୍ଲାଇ, "ଏ ଗୁରୁ, ଜଦି ଗଟେକ୍ ଲକ୍ ପିଲାଟକି ନ ଅଇତେ ମରିଜାଇସି, ତେବେ ମରିଜାଉର୍ ବାଇ ସେ ରାଣ୍ଡି ମାଇଜିକେ ସଙ୍ଗଇସି । ଆରି ତାକର୍ ଟାନେଅନି ଅଇଲା ପିଲାଜିଲା ସେ ମଲା ଲକର୍ପାଇ ଅଇସି ବଲି ମସା ନିୟମ୍ କଲା ଆଚେ ।
30 ମରିକରି ଉଟ୍ଲା ପଚେ, ମଲା ଲକ୍ମନ୍ ସରଗର୍ ଦୁତ୍ମନର୍ ପାରା ଅଇଜିବାଇ । ସେମନ୍ ଆରି ବିବା ନ ଅଅତ୍ କି ନ କରତ୍ ।