ଡୁମ୍ରି ଗଚେଅନି ସିକିଆ
32 ଡୁମ୍ରି ଗଚେଅନି ସିକା । ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କର୍ସି, ଆରି କାଁଚାପତ୍ରିଆ ଡିସ୍ଲେ କାରାଦିନ୍ କେଟ୍ଲା ବଲି ତମେ ଜାନ୍ସା । 33 ସମାନ୍ ସେନ୍ତାର୍ସେ ଏ ସବୁ ଜାକ ଅଇବାଟା ଦେକ୍ଲେ, ସାରାସାରି ଦିନ୍କାଲ୍ ଆରାମ୍ ଅଇଲା ବଲି ତମେ ଜାନା ।