39 ଜିସୁ ତାକର୍ ଟାନେଅନି କଣ୍ଡେକ୍ ଦୁରିକେ ଜାଇ ବୁଏଁ ଉମ୍ତାଡିଅଇ ପାର୍ତନା କଲା, "ବାବା ଜଦି ଅଇସି ବଇଲେ ଏ ଦୁକ୍ ପୁରୁନର୍ ମୁତା ମର୍ଟାନେଅନି ଦାରି ଜା, ମାତର୍ ମୁଇ ମନ୍ କଲାଟା ନଏଁ, ତମେ ମନ୍ କଲାଟା ପୁରାପୁରୁନ୍ ଅ ।"
42 ଜିସୁ ଆରି ତରେକ୍ ଜାଇ ପାର୍ତନା କଲା, "ଏ ମର୍ ବାବା ଜଦି ଏ ଦୁକର୍ ମୁତା ମର୍ଟାନେଅନି ନ ନେଲେ, ମୁଇ ସେଟା କାଇବାକେ ସେ ପଡ୍ସି । ମାତର୍ ମୁଇ ମନ୍ କଲାଟା ନାଇ, ତମେ ମନ୍ କଲାଟା ପୁରାପୁରୁନ୍ ଅ ।"
44 ଏଟାସଙ୍ଗ୍ ତିନ୍ତର୍ ଅଇଲା ଜିସୁ ସେମନ୍କେ ଚାଡିକରି କଣ୍ଡେକ୍ ଦୁରିକେ ଜାଇ ସେନ୍ତାରି ପାର୍ତନା କଲା । 46 ଉଟା, ଜୁ । ଏଦେ ଦେକା ! ମକେ ଦାରାଇ ଦେବା ଲକ୍ ଆସି କେଟ୍ଲାବେ ।"
ଜିସୁକେ ଦାରି ବାନ୍ଦ୍ଲାଇ
(ମାର୍କ ୧୪:୪୩-୫୦; ଲୁକ୍ ୨୨:୪୭-୫୩; ଜଅନ୍ ୧୮:୩-୧୨)