16 ଜିସୁ ଡୁବନ୍ ନେବାକେ ପାନି ବିତ୍ରେ ବୁଡି ବାରଇଲା ଦାପ୍ରେ ଏଦେ ଦେକା ! ସରଗ୍ ଉଗାଡି ଅଇ ରଇଲାଟା ଦେକ୍ଲା । ଆରି ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତର୍ଲା । 17 ଆରି ଦେକା ଆକାସେ ଅନି ଏନ୍ତି କାତା ଆଇଲା "ଏ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।"
Publicidade
Publicidade