4 ମାତର୍ ଜିସୁ କଇଲା, "ସାସ୍ତରେ ଲେକାଆଚେ ମୁନୁସ୍ ଅବ୍କା ରୁଟି କାଇକରି ନ ବଁଚେ, ମାତର୍ ପର୍ମେସରର୍ ଟଣ୍ଡେ ଅନି ବାରଇବା ସବୁ ବାକିଅ ଟାନେ ବଁଚ୍ସି ।"
7 ଜିସୁ ସଇତାନ୍କେ କଇଲା, " ପର୍ମେସରର୍ ସାସ୍ତରେ ଏନ୍ତି ଲେକାଆଚେ, ତୁଇ ତର୍ ମାପ୍ରୁ ପର୍ମେସର୍କେ ପରିକା କର୍ନାଇ ।"
10 ତେଇ ଜିସୁ ତାକେ କଇଲା "ମର୍ଟାନେଅନି ଦୁର୍ ଅ ସଇତାନ୍, ସାସ୍ତରେ ଲେକା ଆଚେ, ତୁଇ ପର୍ମେସର୍କେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।"