14 ୫:୧୪ ଜଅନ୍ ୮:୧୨;୯:୫ ତମେ ଗୁଲାଇ ଜଗତର୍ ପାଇ ଉଜଲ୍ ପାରା । ଜନ୍ ଗଡ୍ ଡଙ୍ଗର୍ ଉପ୍ରେ ତିଆର୍ ଅଇଲାଆଚେ, ସେଟା କେବେ ମିସା ଲୁଚି ରଇ ନାପାରେ । 15 ୫:୧୫ ମାର୍କ ୪:୨୧; ଲୁକ୍ ୮:୧୬;୧୧:୩୩କେ ମିସା ବତି ଡସାଇକରି ଆଣ୍ଡିଡାବି ନ ସଙ୍ଗଅତ୍ । ସେଟା ବତିକୁଦ୍ରା ଉପ୍ରେ ସଙ୍ଗଇବାଇ ଆରି ଗରେ ରଇଲା ସବୁ ଲକ୍କେ ଉଜଲ୍ ଦେଇସି । 16 ୫:୧୬ ୧ ମ ପିତର୍ ୨:୧୨ ସେନ୍ତାରିସେ ତମର୍ ଉଜଲ୍ ଲକ୍ମନର୍ଟାନେ ଉଜଲ୍ ଡିସ । ସେନ୍ତାର୍ଆଲେ ତମର୍ ସତ୍କାମ୍ ଦେକି ସେମନ୍ ସର୍ଗେ ରଇବା ବାବା ପର୍ମେସରର୍ ଡାକ୍ପୁଟା କର୍ବାଇ ।
Publicidade