18 ୫:୧୮ ଲୁକ୍ ୧୬:୧୭ମନେରକିରୁଆ, ମୁଇ ତମ୍କେ ସତ୍ କଇଲିନି ସରଗ୍ ଆରି ଦର୍ତନି ତବିର୍ ଅଇ ରଇବା ଜାକ ମସାର୍ ନିୟମର୍ ଗଟେକ୍ ଚିନ୍ ମିସା ନ ବୁଡେ । ସବୁ ବିସଇ ପୁରାପୁରୁନ୍ ନ ଅଇତେ ଏ ସବୁ ନ ଗଟେ ।