23 ସେଟାର୍ପାଇଁ ତମେ ପର୍ମେସର୍କେ ବେଦି ଟାନେ ନିଜର୍ ଦାନ୍ ଦେଲା ବେଲେ, ତେଇ ତମର୍ ବିରୁଦେ ତମର୍ ବାଇର୍ କାଇମିସା କାତା ଆଚେ ବଲି ମନେ ଏତାଇଲୁସ୍, 24 ସେନ୍ତି ବଇଲେ ବେଦିଲଗେ ବଲିଦେବାଟା ସଙ୍ଗଇଦେଇ ବାରିଜା, ଆଗେ ନିଜର୍ ବାଇ ସଙ୍ଗ୍ ମିସା, ତାର୍ ପଚେ ଆସି ତମର୍ ବଲି ଦିଆସ୍ ।"
Publicidade