ବେସିଆ କାମ୍ ବିସଇ ନେଇ ସିକିଆ
27 "ବେସିଆ କାମ୍ କରାନାଇ, ତମେ ପୁରୁବେ ଅନି ଏ ଆଦେସ୍ ସୁନି ଆସିଆଚାସ୍ । 28 ମାତର୍ ମୁଇ ତମ୍କେ କଇଲିନି, ଜେ ମିସା ବିନ୍ ମାଇଜିକେ ବେସିଆକାମ୍ ଇସାବେ ଆଁକି ଦେକ୍ସି, ସେ ତାର୍ ସଙ୍ଗ୍ ମନେ ମନେ ବେସିଆ କାମର୍ ଅପ୍ରାଦ୍ କଲାଆଚେ ।