14 "ତମର୍ ବିରଦେ ଦସ୍ କରିରଇବା ବିନ୍ ଲକ୍ମନ୍କେ ଜଦି ତମେ କେମା କର୍ସା, ତମର୍ ସରଗର୍ ବାବା ପର୍ମେସର୍ ମିସା ତମ୍କେ କେମା କର୍ସି । 15 ମାତର୍ ତମେ ଜଦି ବିନ୍ ଲକ୍ମନ୍କେ କେମା ନ କରାସ୍, ସରଗର୍ ବାବା ମିସା ତମେ କରିରଇବା ପାପ୍ଦସ୍ କେମା ନ କରେ ।"
Publicidade
Publicidade