ଉପାସ୍ ରଇବା ବିସଇ ନେଇ ସିକିଆ
16 "ଉପାସ୍ କର୍ବା ବେଲେ ଦରମ୍ ବଲି ଦେକାଇଅଇଲା ଲକର୍ ପାରା ବାଇରେ ସପାସୁତର୍ ଅଇବାଟା ଚାଡିଦେବାର୍ ନାଇ । ସେମନ୍ ଉପାସ୍ କଲୁନି ବଲି ଲକର୍ ଲଗେ ଦେକାଇ ଅଇବାକେ ସେନ୍ତାରି କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ଏନ୍ତି କର୍ବାର୍ ଲାଗି ନିଜର୍ ପୁରୁସ୍କାର୍ ସବୁ ପାଇଲାଇବେ ।