17 ମାତର୍ ତମେ ଉପାସ୍ କର୍ବା ବେଲେ, ମୁଣ୍ଡେ ଚିକନ୍ଲାଗାଇ ଅଇ ସପା ସୁତ୍ରା ରୁଆ । 18 ଜେନ୍ତିକି ଉପାସ୍ କଲାସ୍ନି ବଲି ବିନ୍ ଲକ୍ମନ୍ ନାଜାନତ୍ । ମାତର୍ ତମର୍ ନ ଡିସ୍ବା ବାବା ସବୁ କାତା ଜାନେ । ତମେ ଲୁଚ୍ତେ ଜାଇଟା କର୍ସା, ସେଟା ଦେକି ତମ୍କେ ପୁରୁସ୍କାର୍ ଦେଇସି ।"
କରିରଇବା କାମ୍
।