31 ଏଟାର୍ ପାଇ କାଇଟା କାଇବି ? ଆରି କାଇଟା ପିଇବି ? ଆରି କାଇଟା ଅଡ୍ବି ବଲି ଚିନ୍ତା କରାନାଇ । 32 କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ମନ୍ ଏ ସବୁ କଜିବୁଲ୍ବାଇ । ଆରି ଏ ସବୁ ବିସଇ ଜେ ତମ୍କେ ଲଡା, ସେଟା ତମର୍ ସରଗର୍ ବାବା ଜାନେ । 33 ମାତର୍ ତମେ ତାର୍ ରାଇଜ୍ ଆରି ସେ ତମର୍ଟାନେଅନି କାଇଟା ମନ୍ କଲାନି, ସେ ବିସଇ କଜା । ସେନ୍ତାର୍ କଲେ, ସେ ତମ୍କେ ଲଡାକେ ଆଇବା ସବୁ ବିସଇ ଜାଗାଇ ଦେଇସି ।
Publicidade