5 ୬:୫ ଲୁକ୍ ୧୮:୧୦-୧୪ ପାର୍ତନା କର୍ବା ବେଲେ କୁଟିଆଲ୍ ବିସ୍ବାସିମନର୍ ପାରା ଉଆନାଇ । କାଇକେ ବଇଲେ ସେମନ୍ ଲକ୍ମନ୍କେ ଦେକାଇ ଅଇବାକେ ପାର୍ତନା ଗର୍ମନ୍କେ ଆରି ଗାଉଁର୍ ମଜା ଡାଣ୍ଡେ ଟିଆ ଅଇକରି ପାର୍ତନା କର୍ବାକେ ମନ୍ କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ନିଜର୍ ନିଜର୍ ପୁରୁସ୍କାର୍ ପାଇଲାଇବେ । 6 ମାତର୍ ତମେ ପାର୍ତନା କର୍ବାକେ ତମର୍ ବାକ୍ରାଇ ଜାଇ, କାକେ ନ ଦେକାଇଅଇତେ ପୁରିକରି କାପାଟ୍ ଡାବିଅଇଦିଆସ୍ ଆରି ନ ଡିସାଇ ଅଇବା ତମର୍ ସର୍ଗର୍ ବାବାର୍ ଲଗେ ପାର୍ତନା କରା । ତମେ ଲୁଚ୍ତେ ଜାଇଟା କର୍ସା, ସେଟା ଦେକି ତମର୍ ବାବା ତମ୍କେ ପୁରୁସ୍କାର୍ ଦେଇସି ।
Publicidade