7 ପାର୍ତନା କର୍ବା ବେଲେ ପର୍ମେସର୍କେ ବିସ୍ବାସ୍ ନ କର୍ବା ଲକ୍ମନର୍ ପାରା ଅରତ୍ ନଇଲା କାତା ତର୍କେ ତର୍ କଇ ଆଉଲି ନ ଉଆ, ବେସି ପର୍ ପାର୍ତନା କଲେ ସେ ପର୍ମେସର୍ ସୁନ୍ସି ବଲି, ସେମନ୍ ମନେ ବାବ୍ବାଇ । 8 ସେମନର୍ ପାରା ଉଆ ନାଇ । ତମେ ମାଙ୍ଗ୍ବା ଆଗ୍ତୁ ଜାଇଟା ଦର୍କାର୍, ତମର୍ ସରଗର୍ ବାବା ପର୍ମେସର୍ ସେଟା ସବୁ ଜାନ୍ସି ।
Publicidade