ଚିପଙ୍ଗା ଦୁଆର୍
13 "ଚିପଙ୍ଗା ଦୁଆର୍ ବାଟେ ଜାଆ । କାଇକେବଇଲେ ବିନାସ୍ କର୍ବାକେ ନେବା ନର୍କେ ଜିବା ବାଟ୍ ଅସାର୍ ଆରି ସୁବିଦାର୍ଟା । କେତେ କେତେ ଲକ୍ ସେ ବାଟେ ଜିବାଇ । 14 ମାତର୍ ନ ସାର୍ବା ଜିବନେ ମିସି ରଇଲା ବାଟ୍, ଚିପଙ୍ଗା ଆରି ଜିବାଟା ବେସି କସ୍ଟ । ଉନା ଲକ୍ ସେ ବାଟ୍ କଜି କଜି ମିଲାଇବାଇ ।"