15 "ଟକାବଣ୍ଡା କର୍ବା ବବିସତ୍ବକ୍ତାମନର୍ ତେଇଅନି ଜାଗର୍ତା ଅଇରୁଆ, ସେମନ୍ ବାଇରେ ମେଣ୍ଡା ପାରା ଡିସ୍ବାଇ ମାତର୍ ତାକର୍ ମନ୍ ବିତ୍ରେ ବାଲିଆଡୁର୍କାମନର୍ ପାରା । 16 ସେମନର୍ କର୍ବା କାମ୍ ଦେକି ତମେ ସେମନ୍କେ ଚିନିପାରାସ୍ । କାଟା ବୁଟାଇ ଅଙ୍ଗୁର୍ ନ ପଲେ କି କାଟାକଲି ବୁଟାଇ ଡୁମ୍ରି ପଲ୍ ନ ଦାରେ । 17 ନିକ ଗଚେ ନିକ ପଲ୍ ଦାର୍ସି, ବାନିଆ ଗଚର୍ ପଲ୍ ବାନିଆ ସେ । 18 ନିକ ଗଚେ ବାନିଆ ପଲ୍ ନ ପଲେ କି ବାନିଆ ଗଚେ ନିକ ପଲ୍ ଅଇନାପାରେ । 19 ୭:୧୯ ମାତିଉ ୩:୧୦; ଲୁକ୍ ୩:୯ନିକ ପଲ୍ ନ ଦାର୍ଲେ ସେ ଗଚ୍ କାଟି କରି ଜଇଟାନେ ପାକାଇଅଇସି । 20 ୭:୨୦ ମାତିଉ ୧୨:୩୩ସେନ୍ତାରି ସେ ଟକାବଣ୍ଡା କର୍ବା ବବିସତ୍ବକ୍ତାମନର୍ କାମ୍ କର୍ବାଟାନେ ଅନି ତମେ ସେମନ୍କେ ଚିନିପାରାସ୍ ।"
ମୁଇ ତମ୍କେ ନାଜାନି
(ଲୁକ୍ ୧୩:୨୫-୨୭)
21 ମକେ ମାପ୍ରୁ, ମାପ୍ରୁ ବଲି ଡାକ୍ବା ଲକ୍ମନର୍ତେଇ ଅନି ସବୁ ଲକ୍ ସରଗ୍ ରାଇଜେ କେଟିନାପାରତ୍ । ମାତର୍ ଜନ୍ ଲକ୍ମନ୍ ସରଗର୍ ବାବା ମନ୍ କଲା ଇସାବେ ଚଲାଚଲ୍ତି କର୍ବାଇ, ସେମନ୍ସେ ସରଗ୍ ରାଇଜେ କେଟ୍ବାଇ ।
22 ମାପ୍ରୁର୍ ବିଚାର୍ କର୍ବା ଦିନ୍ କେଟ୍ଲେ କେତେ କେତେ ଲକ୍ ମକେ କଇବାଇ, ଏ ମାପ୍ରୁ, ତମର୍ ନାଉଁ ଦାରି ଆମେ ପର୍ମେସରର୍ ସୁବ୍କବର୍ ଜାନାଇ ଆଚୁ । ତମର୍ ନାଉଁ ଦାରି ଡୁମାମନ୍କେ କେଦି ଆଚୁ ଆରି କେତେକ୍ କାବାଅଇଜିବା କାମ୍ମନ୍ କରିଆଚୁ । 23 ସେଡ୍କି ବେଲେ ମୁଇ ସେମନ୍କେ କଇବି, ନାଇ, ମୁଇ ତମ୍କେ ନାଜାନି । କରାପ୍କାମ୍ କର୍ବା ଲକ୍ମନ୍, ମର୍ଲଗେ ରୁଆନାଇ ।
ଦୁଇଟା ଗର୍ ବାନ୍ଦୁମନ୍
(ଲୁକ୍ ୬:୪୭-୪୯)