9 ଜିସୁ ତେଇଅନି ଉଟି ଜିବାବେଲେ ମାତିଉ ନାଉଁର୍ ଗଟେକ୍ ସିସ୍ତୁ ମାଙ୍ଗୁକେ, ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସିରଇଲାଟା ଦେକି କଇଲା, "ମର୍ ସଙ୍ଗ୍ ଆଉ ।" ମାତିଉ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇଅନି ଉଟି ଜିସୁର୍ ସଙ୍ଗ୍ ଗାଲା ।
10 ୯:୧୦ ଲୁକ୍ ୧୫:୧,୨ ଜିସୁ ମାତିଉର୍ ଗରେ କାଇବାବେଲେ ବେସି ସିସ୍ତୁମାଙ୍ଗୁମନ୍, ଆରି ପାପି ଲକ୍ମନ୍ ତେଇ ଜିସୁ ଆରି ତାର୍ ସିସ୍ମନ୍ର୍ ସଙ୍ଗ୍ ବସି କାଇତେ ରଇଲାଇ । 11 ଏଟା ଦେକି ପାରୁସି ଲକ୍ମନ୍ ଜିସୁର୍ ସିସ୍ମନ୍କେ ପାଚାର୍ଲାଇ, "କାଇକେ ତମର୍ ଗୁୁରୁ ସିସ୍ତୁମାଙ୍ଗୁମନର୍ ସଙ୍ଗ୍ ଆରି ପାପି ଲକ୍ମନର୍ ସଙ୍ଗ୍ ବସି କାଇଲାନି ?"
12 ଜିସୁ କଇଲା, "ନିକ ରଇଲା ଲକର୍ ପାଇ ଡାକ୍ଦର୍ ଲଡା ନାଇ । ମାତର୍ ଜର୍ଦୁକାର୍ ଲକ୍ମନର୍ ପାଇ ଡାକ୍ଦର୍ ଲଡା ଆଚେ । 13 ୯:୧୩ ମାତିଉ ୧୨:୭ସାସ୍ତରେ ଲେକାଅଇଆଚେ, ମୁଇ ପସୁ ପୁଜ୍ବା ବିରୁଟାନେଅନି, ଲକ୍ମନ୍କେ ଦୟା ଦେକାଇବାଟା ମନ୍ କଲିନି। ଏ କାତାର୍ ଅରତ୍ କାଇଟା ? ଜାଇକରି ବୁଜ୍ବାକେ ଚେସ୍ଟା କରା । ମୁଇ ଦରମ୍ ଲକ୍ମନ୍କେ ଡାକ୍ବାକେ ଆସି ନାଇ, ପାପିମନ୍କେ ଡାକ୍ବାର୍ ଆସିଆଚି ।"
କାଇକେ ଉପାସ୍ କର୍ବାର୍
(ମାର୍କ ୨:୧୮-୨୨; ଲୁକ୍ ୫:୩୩-୩୯)