ନିମାନ୍ ସିକିଆର୍ ମୁଲିଅ
1 ଦାଉଦର୍ ପିଲା ଇସ୍ରାଏଲର୍ ରାଜା ସଲ୍ମନ୍ ରାଜାର୍ ନିମାନ୍ ସିକିଆ; 2 ଗିଆନ୍ ଆରି ନିମାନ୍ ସିକିଆ ବୁଜ୍ବାକେ; ଗିଆନର୍ ବାକିଅ ଏତାଇବାକେ; 3 ନିମାନ୍ ଚାଲିଚଲନ୍, ଦରମ୍ଟା ଆରି ନିମାନ୍ ଏତାଇବାଟା ଆରି ନିଆଇ ବିସଇରେ ଗଟେକ୍ ଆଦେସ୍ ପାଲନ୍ କର୍ବାକେ ପାର୍ସି; 4 ଦରମ୍ ଲକ୍ମନ୍କେ ଜାଗର୍ତା ଆରି ଦାଙ୍ଗ୍ଡା ଲକ୍କେ ବିଦିଆ ଆରି ସବୁ ବିସଇ ଜାନି ପିଆସ୍ ଅଇଗାଲା ଆଚେ;