8 ଏ ମର୍ ପିଲା, ତର୍ ବାବାର୍ ସିକିଆକେ ସୁନ୍ ଆରି ତର୍ ଆୟାର୍ ସିକିଆକେ ଅମାନିଆଁ କର୍ ନାଇଁ । 9 କାଇକେବଇଲେ ସେ ତର୍ ମୁଣ୍ଡେ ପିନ୍ଦ୍ବା ଆସିର୍ବାଦର୍ ମୁକୁଟ୍ ଆରି ଗାଲାଇ ପିନ୍ଦ୍ବା ମାଲି ପାରା ଅଇସି ।
Publicidade
Provérbios 1
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.