28 ତାର୍ ପିଲାଟକିମନ୍ ଉଟିକରି ତାକେ ଦନିଅବାଦ୍ ବଲିକରି କଇବାଇ ଆରି ତାର୍ ମୁନୁସ୍ ମିସା ସେ ରକାମ୍ ବଡିଆ ବଡିଆ ବଲିକରି ସାର୍ଦାର୍ କାତା କଇସି; 29 ବେସି ଦାଙ୍ଗ୍ଡି ମନର୍ ଲଗେ ଗୁନ୍ଚଲନ୍ ଆଚେ, ମାତର୍ ସେ ସର୍ତେ ଦାଙ୍ଗ୍ଡିମନର୍ ତେଇ ଅନି ତୁଇ ଅଦିକ୍ ସୁନ୍ଦର୍ ।
Publicidade
Publicidade