4 ବାବା ମକେ ସିକିଆ ଦେଇ କଇଲା, ତୁଇ ମର୍ କଇଲା କାତାକେ ସବୁବେଲେ ଏତାଆ, ଆରି ମର୍ ଆଦେସ୍ ସବୁ ପାଲନ୍ କରା, ତେବେ ତମେ ନିକ ସଙ୍ଗେ ଜିଇସା । 5 ଗିଆନ୍ ଅର୍ଜନ୍ କରା, ନିକ ବିଚାର୍ କରା, ସେଟା ପାସର୍ ନାଇଁ, ଆରି, ମୁଇଁ କଇ ରଇବା ବାକିଅକେ ଅମାନିଆଁ କରା ନାଇଁ ।
Publicidade
Provérbios 4
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.