18 ତମର୍ ଜର୍ନା ପାନି ଦନିଅ ଅ, ଆରି, ତୁଇ ଦାଙ୍ଗ୍ଡା ବେଲେ ବିବା ଅଇଲା ମାଇଜିର୍ ସଙ୍ଗେ ସାର୍ଦା କର୍ । 19 ଆଲାଦର୍ ସୁନ୍ଦର୍ ଡଙ୍ଗରର୍ କଟ୍ରା ପାରା, ତାର୍ ଦୁଦ୍ ପାନା ତକେ ସାନ୍ତି କର; ଆରି, ତାର୍ ଆଲାଦ୍ରେ ତୁଇ ସବୁବେଲେ ଲାଲାଇ ଅଇ ରଅ ।