18 ତମର୍ ଜର୍ନା ପାନି ଦନିଅ ଅ, ଆରି, ତୁଇ ଦାଙ୍ଗ୍ଡା ବେଲେ ବିବା ଅଇଲା ମାଇଜିର୍ ସଙ୍ଗେ ସାର୍ଦା କର୍ । 19 ଆଲାଦର୍ ସୁନ୍ଦର୍ ଡଙ୍ଗରର୍ କଟ୍ରା ପାରା, ତାର୍ ଦୁଦ୍ ପାନା ତକେ ସାନ୍ତି କର; ଆରି, ତାର୍ ଆଲାଦ୍ରେ ତୁଇ ସବୁବେଲେ ଲାଲାଇ ଅଇ ରଅ । 20 ଏ ମର୍ ପିଲା, ଅଲ୍ଗା ମାଇଁଜି ମନ୍କେ ତୁଇ କାଇକେ ଲାଲ୍ସା କଲୁସ୍ନି ? ଆରି ଅଲ୍ଗା ମାଇଁଜିର୍ ପାନ୍ଦେ ତୁଇ କାଇକେ ପଡ୍ସୁ ?
Publicidade
Provérbios 5
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.