8 କାଇକେବଇଲେ ସାସ୍ତରେ ଏନ୍ତାରି ମିସା ଲେକାଅଇଆଚେ, "ପରମେସରର୍ କବର୍ ତମର୍ ଲଗେ, ତମର୍ ଟଣ୍ଡେ ଆରି ମନେ ଆଚେ ।" ବିସ୍ବାସ୍ ବିସଇର୍ ଏ କବର୍ସେ ଆମେ ଜାନାଇଲୁନି । 9 ଜଦି ଉଁ, କିରିସ୍ଟସେ ମାପ୍ରୁ ବଲି କଇଲାସ୍ନି ଆରି ଉଁ, ପରମେସର୍ ତାକେ ମଲାତେଇଅନି ଉଟାଇଲା ଆଚେ ବଲି ମନେ ମନେ ବିସ୍ବାସ୍ କଲାସ୍ନି, ସେନ୍ତାର୍ ଆଲେ ତମେ ମୁକ୍ତି ପାଇସା ।
Publicidade