9 ଜଦି ଉଁ, କିରିସ୍ଟସେ ମାପ୍ରୁ ବଲି କଇଲାସ୍ନି ଆରି ଉଁ, ପରମେସର୍ ତାକେ ମଲାତେଇଅନି ଉଟାଇଲା ଆଚେ ବଲି ମନେ ମନେ ବିସ୍ବାସ୍ କଲାସ୍ନି, ସେନ୍ତାର୍ ଆଲେ ତମେ ମୁକ୍ତି ପାଇସା । 10 ଆମର୍ ବିସ୍ବାସର୍ ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ ବଲି ଏଜ୍ଲାନି । ଆରି ଟଣ୍ଡେ ଉଁ ବଲି ମାନିଆଇଲୁନିଜେ ଆମେ ମୁକ୍ତି ପାଇଆଚୁ ।
Publicidade