2 ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କୁରାଇସି, ସେଟା ଜାନି ପାର୍ସା ।