20 ଏଲେ ସାସ୍ତରର୍ ଲେକା ଇସାବେ "ତମର୍ ସତ୍ରୁ ବୁକେ ରଇଲେ, ତାକେ କାଇବାକେ ଦିଆସ୍, ସସେ ରଇଲେ, ପାନି କୁଆ । ଏନ୍ତାର୍କଲେ ସେ ତମ୍କେ କରିରଇବା ଅନିଆଇର୍ ଲାଗି ବେସି ଲାଜ୍ ଅଇଜାଇସି ।" 21 ମିଚ୍ କାମ୍ କରି ଆରିଜାଆ ନାଇ, ସବୁ ବିସଇ ସତ୍ ବାବେ କରି ଜିତିକରି ରୁଆ ।