4 ଆମ୍କେ ସବୁଲକ୍କେ ଗାଗ୍ଡେ ବିନ୍ ବିନ୍ ବାଗ୍ ଆଚେ । ସେ ଗାଗଡର୍ ବିନ୍ ବିନ୍ ବାଗର୍, ବିନ୍ ବିନ୍ କାମ୍ ଆଚେ । 5 ସେନ୍ତାରିସେ ଆମେ ଜେତ୍କି ଲକ୍ କିରିସ୍ଟତେଇ ମିସ୍ଲୁଆଚୁ, ଆମେ ତାର୍ ଗାଗଡ୍ ଅଇଲୁଆଚୁ । ଗାଗଡର୍ ଆତ୍ ଗଡ୍ ପାରା ଆମେ ସବୁ ଲକ୍ ମିସିଆଚୁ ।
Publicidade
Publicidade