ସାସନ୍ କରୁମନ୍କେ ନାମ୍ବାଟା
1 ସାସନ୍କାରିଆମନର୍ କାତା ସବୁ ଲକ୍ ମାନ୍ବାକେ ବାଦିଅ, କାଇକେବଇଲେ ପରମେସର୍ ଆଦେସ୍ ନ ଦେଲେ କେ ମିସା ସାସନ୍ କର୍ବାକେ ଅଦିକାର୍ ନ ପାଏ । ଗାଦିଟାନେ ରଇଲା ସାସନ୍କାରିଆମନ୍କେ ପରମେସର୍ ବସାଇଲା ଆଚେ । 2 ସେଟାର୍ ପାଇ ଜେ ଗାଦିତେଇ ବସ୍ଲା ସାସନ୍କାରିଆମନ୍କେ ବିରଦ୍ କର୍ସି, ସେ ପରମେସର୍ ତିଆର୍କଲା ଗାଦିର ବିରଦ୍ କଲାନି । ଜେ ଏଟା କର୍ସି ସେ ପର୍ମେସରର୍ ବିଚାର୍ନା ଜାଗାଇ ଟିଆଅଇସି । 3 ଆମର୍ ଚଲାଚଲ୍ତି ସତ୍ ରଇଲେ ସାସନ୍କାରିଆକେ ଡର୍ବାର୍ ଦର୍କାର୍ ନାଇ । କାରାପ୍ ରଇଲେ ଡର୍ବାର୍ ଆଚେ । ସାସନ୍କାରିଆମନ୍କେ ତମେ ଡର୍ବାକେ ମନ୍ କରାସ୍ ନାଇ, ସେନ୍ତାର୍ଆଲେ ନିକ କାମ୍ କରା ଆରି ସେମନ୍ ତମ୍କେ ନାମ୍ବାଇ ।