ବାଇକେ ନସ୍ଟ ଅଇବାକେ ନ ଦିଆସ୍
13 ସେଟାର୍ ପାଇ ତମର୍ ବିତ୍ରେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ବିଚାର୍ କରାନାଇ । ତାର୍ ବାଦୁଲେ ଆମର୍ ବାଇମନର୍ ଚଲାଚଲ୍ତିତେଇ ବିନ୍ ଲକ୍କେ ପାପ୍ କରାଇବା କାଇମିସା ବିସଇ ଆଚେ କି ନାଇ, ସେଟା ଆମେ ନିଜେ ଦେକ୍ବାର୍ ଆଚେ । 15 ତମେ କାଇ କାଦି ମିସା କାଇଲାର୍ପାଇବଲି ଜଦି ତମର୍ ଗଟେକ୍ ବାଇକେ ଦୁକ୍ କରାଇସା, ସେନ୍ତାର୍ଆଲେ ତାର୍ପାଇ ତମର୍ କାଇ ଆଲାଦ୍ ନାଇ ପାରା ଆଚେ । ତମର୍ କାଇବା କାଦିର୍ଲାଗି ଆରିଗଟେକ୍ ଲକ୍ ମନ୍ କଲାନି । ସେଟା ନିକ ନଏଁ । କାଇକେବଇଲେ ସେ ମିସା ତମର୍ ସଙ୍ଗର୍ ବିସ୍ବାସି । ଆରି ତାର୍ ଜାଗାଇମିସା କିରିସ୍ଟ ମଲାଆଚେ । 17 ପରମେସରର୍ ରାଇଜର୍ ସାସନ୍ ଅବ୍କା ନ କାଇବା କାଦିପିଦିର୍ ନିଅମର୍ପାଇ ନାଇ । ମାତର୍ ତାର୍ ମୁଆଟେ ଦରମ୍ ବଲାଇଅଇବାଟା, ବିନ୍ ଲକ୍ମନର୍ ସଙ୍ଗ୍ ମିସି ସୁକ୍ସାନ୍ତିସଙ୍ଗ୍ ରଇବାଟା, ଆରି ସୁକଲ୍ଆତ୍ମା ଦେଇରଇବା ସାର୍ଦା ବିସଇ ଆଚେ ।