17 ଏ ବିସଇ ସାସ୍ତରେ ଲେକାଆଚେ "ତକେ ଆମେ ସବୁ ବଁସର୍ ବାବା କରିଆଚୁ ।" ପରମେସରର୍ ଇସାବେ ଏ କାତା ଦେଲାଟା ଟିକ୍ ରଇଲା, କାଇକେ ବଇଲେ ଜନ୍ ପରମେସର୍କେ ଅବ୍ରାଆମ୍ ବିସ୍ବାସ୍ କର୍ତେ ରଇଲା, ସେ ପର୍ମେସରର୍ ବାକିଅ ମଲା ଲକ୍ମନ୍କେ ଜିବନ୍ କର୍ସି ଆରି କାଇଟା ନଇଲାତେଇଅନି ସବୁ ବିସଇ ତିଆର୍ କର୍ସି । 18 ଆସା କର୍ବାକେ କାଇଟା ନ ରଇଲେ ମିସା, ଅବ୍ରାଆମ୍ ବିସ୍ବାସ୍ କରି ଆସାଅଇ ରଇଲା । ସେଟାର୍ ପାଇ ସେ ସବୁ ବଁସର୍ ବାବା ଅଇଲା, କାଇକେ ବଇଲେ ସେ ସାସ୍ତରେଅନି କାତା ମିଲାଇରଇଲା, " ତାର୍ କୁଟୁମର୍ ଲକ୍ମନ୍ ଏଜି ନାପାର୍ବା ଆକାସର୍ ତାରାପାରା ଅଇବାଇ । " 19 ତାକେ ସେଡ୍କିବେଲେ ସଏ ବରସ୍ ଅଇରଇଲା । ମାତର୍ ତାକର୍ ମଲାପାରା ଗାଗଡର୍ କାତା ବାବି, କି ସାରା ଜେକି ଆରି ପିଲା ପାଇ ନାପାରେ, ଏ କାତା ଜାନିକରି ମିସା, ତାକର୍ ବିସ୍ବାସ୍ ଉନା ଅଏନାଇ । 20 ସେ ତାର୍ ବିସ୍ବାସେଅନି ବିନେ ବେଗ୍ଲେ ନାଇ, କି ପରମେସର୍ ଦେଇରଇବା କାତା ଅଇସି କି ନଏଁ ବଲି କଏନାଇ । ସେ ବିସ୍ବାସ୍ କରି ବପୁ ସଙ୍ଗ୍ ପୁରାପୁରୁନ୍ ଅଇଲା ଆରି ସେ ପରମେସର୍କେ ଡାକ୍ପୁଟା କଲା । 21 "ପରମେସର୍ ଜନ୍ ସପତ୍ ଦେଇରଇଲା, ସେଟା ସେ କର୍ସି ଆକା ବଲି ଡାଟ୍ସଙ୍ଗ୍ ବିସ୍ବାସ୍ କଲା ।"
Publicidade