ପରମେସର୍ ସଙ୍ଗ୍ ମିସିବିଡିରଇବାଟା
1 ଏବେ ଆମେ ବିସ୍ବାସ୍ କଲାର୍ ପାଇ ପରମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇଅଇଲୁ ଆଚୁ ଆରି ମାପ୍ରୁ ଜିସୁ କିରିସ୍ଟର ଲାଗି ପରମେସର୍ ସଙ୍ଗ୍ ସାନ୍ତି ସଙ୍ଗ୍ ଆଚୁ । 2 କାଇକେବଇଲେ ଆମେ ବିସ୍ବାସ୍ କଲାର୍ ପାଇସେ ତାର୍ ଜିବନ୍ ଦୁକାଇଲାଟାନେ ଆମ୍କେ ଆନି ଆଚେ । ଜନ୍ତେଇ କି ଏବେ ଆମେ ଆଚୁ । ଆମେ ବେସି ସାର୍ଦା ସଙ୍ଗ୍ ବଡ୍ପନର୍ କାତା କଇବୁ । କାଇକେବଇଲେ ପରମେସରର୍ ଡାକ୍ପୁଟାର୍ତେଇ ମିସ୍ବୁ ବଲି ଆମ୍କେ ଆସା ଆଚେ । 3 ସବୁ ରକାମର୍ ଦୁକ୍ କସ୍ଟ ମୁର୍ଚି କରି ସାର୍ଦା ଅଇଲୁନି, କାଇକେବଇଲେ ତେରେପେତେ ନ ଅଇ କସ୍ଟ ମୁରଚ୍ଲେ, ମନେ ସାଆସ୍ ଆଇସି । 4 ସାଆସ୍ ଦାରି ରଇଲେ ପରମେସର୍ ସାର୍ଦା ଅଇସି । ତାର୍ ସାର୍ଦାଇଅନି ଆସା ଆଇସି । 5 ଏ ଆସା ଆମ୍କେ ମୁର୍ମୁରା ଅଇବାକେ ନ ଦେଏ, କାଇକେ ବଇଲେ ପରମେସର୍ ଆମ୍କେ ସୁକଲ୍ଆତ୍ମା ଦେଇ କରି ଆମର୍ ମନେ ତାର୍ ଆଲାଦ୍ ବର୍ତି କରିଦେଲାଆଚେ । ସୁକଲ୍ଆତ୍ମା ଆମର୍ ପାଇ ରଇବା ପର୍ମେସରର୍ ଦାନ୍ ।