ଆଦମ୍ ଆରି କିରିସ୍ଟ
12 ପର୍ତମେ ଗଟେକ୍ ଲକ୍ସେ ପାପ୍ କରିରଇଲା । ଆରି ପାପର୍ ଲାଗି ମରନ୍ ଆଇଲା । ସବୁ ଲକ୍ ପାପ୍ କଲାର୍ ପାଇ ମରନ୍ ସବୁ ମୁନୁସ୍ ଜାତିକେ ଡାବିଅଇଲା ।