6 ଆମ୍କେ କେ ମିସା ଆକାସାକା ନ ରଇଲା ବେଲେ, ପରମେସର୍ ଟିକ୍ କଲା ବେଲାଇ କିରିସ୍ଟ ପାପିମନର୍ ପାଇ ମଲା । 7 ଦରମ୍ ଲକର୍ ପାଇ କେ ମିସା ଗଟେକ୍ ଲକ୍ ମର୍ବାଟା ଆମେ ନାଜାନୁ, ମାତର୍ ଏନ୍ତାରି ମିସା ଅଇସି ଜେ, ଗଟେକ୍ ନିମାନ୍ ଲକର୍ପାଇ ନିଜର୍ ଜିବନ୍ ଦେବାକେ କେ ଆଲେ ସାସ୍ କର୍ବାଇ । 8 ମାତର୍ ଆମେ ପାପି ରଇଲାବେଲେ ଜିସୁ ଆମର୍ ପାଇ ନିଜର୍ ଜିବନ୍ ସର୍ପିଦେଲା । ଇତିଅନି ପରମେସର୍ ଆମ୍କେ କେତେକ୍ ଆଲାଦ୍ କଲାନି, ସେଟା ଜାନାପଡିଆଚେ । 10 ଆମେ ପରମେସରର୍ ସତ୍ରୁ ରଇଲାବେଲେ ତାର୍ ପିଲା ଆମର୍ ପାଇ ଜିବନ୍ ଦେଲା । ତେଇଅନି ପରମେସର୍ ସଙ୍ଗ୍ ଆମେ ଆରିତରେକ୍ ଜଡିଅଇଲୁ । ତାର୍ ସଙ୍ଗ୍ ଆରିତରେକ୍ ଜଡିଅଇଲା ପଚେ, ଏବେ କିରିସ୍ଟର୍ ଜିବନର୍ ଲାଗି ଆମେ ରକିଆ ପାଇବାକେ କେତେକ୍ ଅଦିକ୍ ନ ପାଉ ?
Publicidade