7 ଦରମ୍ ଲକର୍ ପାଇ କେ ମିସା ଗଟେକ୍ ଲକ୍ ମର୍ବାଟା ଆମେ ନାଜାନୁ, ମାତର୍ ଏନ୍ତାରି ମିସା ଅଇସି ଜେ, ଗଟେକ୍ ନିମାନ୍ ଲକର୍ପାଇ ନିଜର୍ ଜିବନ୍ ଦେବାକେ କେ ଆଲେ ସାସ୍ କର୍ବାଇ । 8 ମାତର୍ ଆମେ ପାପି ରଇଲାବେଲେ ଜିସୁ ଆମର୍ ପାଇ ନିଜର୍ ଜିବନ୍ ସର୍ପିଦେଲା । ଇତିଅନି ପରମେସର୍ ଆମ୍କେ କେତେକ୍ ଆଲାଦ୍ କଲାନି, ସେଟା ଜାନାପଡିଆଚେ ।
Publicidade
Publicidade