8 ମାତର୍ ଆମେ ପାପି ରଇଲାବେଲେ ଜିସୁ ଆମର୍ ପାଇ ନିଜର୍ ଜିବନ୍ ସର୍ପିଦେଲା । ଇତିଅନି ପରମେସର୍ ଆମ୍କେ କେତେକ୍ ଆଲାଦ୍ କଲାନି, ସେଟା ଜାନାପଡିଆଚେ । 9 କିରିସ୍ଟର୍ ବନିର୍ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ କଲାଆଚେ । ସେନ୍ତି ଆଲେ ପରମେସରର୍ ବଡ୍ ରିସାଇଅନି ଆମ୍କେ ରକିଆ କର୍ବାକେ କିରିସ୍ଟ କେତେକ୍ ମନ୍ଦିଆନ୍ ନ ଦେଏ !
Publicidade