16 ଏଲେ ମିସା ତମେ ଜାନିଆଚାସ୍, ଜଦି ତମେ କାକେ ତର୍ ତଲେ ଆକା ମୁଇ ବଲି କଇକରି ତାର୍ ପୁରାପୁରୁନ୍ କାତାମାନ୍ସା ବଇଲେ, ତମେ ତାର୍ ଗେନ୍ଲା ଗତିଦାଙ୍ଗ୍ଡା । ଜଦି ପାପର୍ ଗତିଦାଙ୍ଗ୍ଡା ଅଇସା, ଏଟାର୍ ଦସା ଅଇସି ମରନ୍, ଜଦି ଦରମର୍ ବାଟେ ଇଣ୍ଡ୍ସା, ବଇଲେ ନ ସାର୍ବା ଜିବନ୍ ପାଇସା ।
Publicidade