3 ତମେ ଜାନାସ୍, ଡୁବନ୍ ନେଲାକେ ଜିସୁକିରିସ୍ଟର୍ ସଙ୍ଗ୍ ମିସିକରି ଆମେ ତାର୍ ମରନେ ମିସା ମିସିଆଚୁ । 4 ସେଟାର୍ପାଇଁ ଡୁବନ୍ ନେଲାପଚେ ଆମେ ତାର୍ ମରନେ ମିସି, ତାର୍ ସଙ୍ଗ୍ ତପି ଅଇଲୁଆଚୁ । ସେ ଜେନ୍ତାରି ବାବାର୍ ଡାକ୍ପୁଟା ବପୁ ସଙ୍ଗ୍ ଆରିତରେକ୍ ଉଟ୍ଲା, ଆମେ ମିସା ସେନ୍ତାରି ନୁଆ ଜିବନ୍ ପାଇକରି ଚଲାଚଲ୍ତି କର୍ବାର୍ ଆଚେ ।
Publicidade
Publicidade