3 ତମେ ଜାନାସ୍, ଡୁବନ୍ ନେଲାକେ ଜିସୁକିରିସ୍ଟର୍ ସଙ୍ଗ୍ ମିସିକରି ଆମେ ତାର୍ ମରନେ ମିସା ମିସିଆଚୁ । 4 ୬:୪ ରମିୟ ୨:୧୨ସେଟାର୍ପାଇଁ ଡୁବନ୍ ନେଲାପଚେ ଆମେ ତାର୍ ମରନେ ମିସି, ତାର୍ ସଙ୍ଗ୍ ତପି ଅଇଲୁଆଚୁ । ସେ ଜେନ୍ତାରି ବାବାର୍ ଡାକ୍ପୁଟା ବପୁ ସଙ୍ଗ୍ ଆରିତରେକ୍ ଉଟ୍ଲା, ଆମେ ମିସା ସେନ୍ତାରି ନୁଆ ଜିବନ୍ ପାଇକରି ଚଲାଚଲ୍ତି କର୍ବାର୍ ଆଚେ ।
11 ସେନ୍ତାରି ତମେ ମିସା ପାପେ ମରିଜାଇଆଚୁ ବଲି ଏତାଆ । ତମେ ଏବେ କିରିସ୍ଟ ଜିସୁର୍ ଜିବନେଅନି ପରମେସର୍ ସଙ୍ଗ୍ ମିସ୍ଲାସ୍ ।
22 ମାତର୍ ତମେ ଏବେ ପାପେଅନି ମୁକ୍ଲିକରି ପରମେସରର୍ ଗତିଦାଙ୍ଗ୍ଡା ଅଇଆଚାସ୍ । ଏଟାର୍ ଲାବ୍ ଅଇଲାନି, ପରମେସରର୍ତେଇ ପୁରାପୁରୁନ୍ ସଲଦ୍ । ଆରି ଇତିଅନି ମିଲ୍ବାଟା ଅଇଲାନି ନ ସାର୍ବା ଜିବନ୍ । 23 ପାପ୍ କାମର୍ ବୁତି ଅଇଲାନି ମରନ୍, ମାତର୍ ପରମେସର୍ ଜାଚାଇକରି ଦାନ୍ ଦେଇଆଚେ । ସେଟା ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ମିଲାଇରଇବା ନ ସାର୍ବା ଜିବନ୍ ।