5 କାଇକେବଇଲେ ଆମେ ମରନେ ମିସି ତାର୍ ସଙ୍ଗ୍ ଗଟେକ୍ ଅଇଲୁ ଆଚୁ, ତାକେ ଆରିତରେକ୍ ଉଟ୍ବାତେଇ ମିସା, ତାର୍ ସଙ୍ଗ୍ ଗଟେକ୍ ଅଇକରି ରଇବୁ । 6 ଆମେ ଜାନିଆଚୁ, କିରିସ୍ଟର୍ ସଙ୍ଗ୍ କୁର୍ସେ ଆମର୍ ପୁର୍ନା ଜିବନ୍ ମରିଗାଲାଆଚେ । ତେଇଅନି ଆମର୍ ପାପର୍ ଚଲାଚଲ୍ତି କୁରୁପ୍ନାସ୍ ଅଇଲା ଆଚେ ଆରି ଆମେ ପାପର୍ ଗତିଅନି ମୁକ୍ଲିଆଚୁ ।
Publicidade
Publicidade