9 ଆମେ ଜାନୁ, କିରିସ୍ଟ ମଲାତେଇଅନି ଉଟ୍ଲାର୍ପାଇ, ସେ ଆରି କେବେ ମିସା ନ ମରେ । ତାର୍ ଉପ୍ରେ ଆରି କେବେ ମରନର୍ ସାସନ୍ ନ ଚାଲେ । 10 ସେ ଜନ୍ ମରନ୍ ପାଇଲା, ତାର୍ଲାଗି ପାପର୍ ବପୁତେଇଅନି ଏକାତରେକ୍ ଆମ୍କେ ମୁକ୍ଲାଇଲା । ସେ ଏବେ ଜନ୍ ଜିବନେ ଜିଇଲାନି, ସେଟା ପରମେସର୍ ସଙ୍ଗ୍ ମିସିକରି ରଇଲା ଜିବନ୍ ।
Publicidade
Publicidade