13 କାଇକେବଇଲେ ସେନ୍ତି କଲେ, ତମେ ମର୍ସା ମାତର୍ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ନିଜର୍ ପାପ୍ଚଲନ୍ ନସ୍ଟ କରି ଆରି ପାପ୍ କାମ୍ ନ କରାସ୍, ତେବେସେ ତମେ ବଁଚ୍ସା । 14 ଜନ୍ ଲକ୍ମନ୍ ପରମେସରର୍ ଆତ୍ମା ଇସାବେ ଚାଲ୍ଲାଇନି, ସେମନ୍ସେ ପରମେସରର୍ ପିଲାଟକି ।
Publicidade
Publicidade