15 କାଇକେବଇଲେ ପରମେସର୍ ଦେଲା ଆତ୍ମା, ତମ୍କେ ଗତିଦାଙ୍ଗ୍ଡା ଅଇବା ତେଇଅନି ମୁକ୍ଲାଇଲା ଆଚେ । ତମେ ଆରି ଡର୍ବାର୍ ଲଡା ନାଇ । ମାତର୍ ସୁକଲ୍ଆତ୍ମା ତମ୍କେ ପରମେସରର୍ ପିଲାଟକି କରିଆଚେ । ତାର୍ ବପୁ ଏତାଇକରି ଏବେ ଆମେ ପରମେସର୍କେ "ବାବା, ମର୍ ବାବା !" ବଲି ଡାକ୍ଲୁନି ।
Publicidade
Publicidade