26 ଆମ୍କେ ବପୁ ନାଇ, ମାତର୍ ସୁକଲ୍ଆତ୍ମା ଆମ୍କେ ସାଇଜ କର୍ସି । କେନ୍ତାରି ପାର୍ତନା କର୍ବାକେ ଅଇସି, ସେଟା ଆମେ ନାଜାନୁ । ସେଟାର୍ ପାଇ ଜନ୍ଟା ଆମେ କଇ ନାପାର୍ଲୁନି, ସେଟା ସୁକଲ୍ ଆତ୍ମା ନିଜେ ଆମର୍ପାଇଁ "ଆନା, ଆୟା !" ଅଇକରି ପରମେସର୍କେ ଗୁଆରି କର୍ସି ।
Publicidade
Publicidade