ପରମେସରର୍ ଆଲାଦ୍
31 ଏ ସବୁର୍ତେଇଅନି ଆରି କାଇଟା କଇବାର୍ ଅଇସି ? ଜଦି ପରମେସର୍ ଆମର୍ ବାଟେ ଆଚେ, ତେବେ କେ ଆମର୍ ବିରଦି ଅଇପାର୍ସି ? 32 ପରମେସର୍ କେବେମିସା ଆମର୍ ବିରଦି ନଏଁଁ, କାଇକେବଇଲେ ସେ ନିଜର୍ ପଅକେ ମିସା ରକିଆ ନ କରି ଆମର୍ ପାଇ ଦାନ୍ ଦେଇଆଚେ । ସେନ୍ତିଆଲେ ସେ ଆମର୍ ପାଇ କାଇ ସବୁ ବିସଇ ଦାନ୍ ନ ଦେଏ କି ? 33 ପରମେସର୍ ବାଚ୍ଲା ଲକ୍ମନ୍କେ କେ ଦସିବଲି କଇପାର୍ସି ? ସେମନ୍କେ ସେ ନିଜେ କାଇ ଦସ୍ କରି ନ ରଇବା ଲକ୍ ବଲି ଉଡ୍ରା କଲାଆଚେ । 34 ତେବେ ସେମନ୍କେ ଦସି ବଲି କେ କଇନାପାରତ୍ । କିରିସ୍ଟ ଜିସୁ ତା କେବେ ନ କରେ, କାଇକେବଇଲେ ତାକେ ପର୍ମେସର୍ ମଲାତେଇଅନି ଜିବନ୍ କରି ଉଟାଇଲାଆଚେ । ଏବେ ସେ ପରମେସରର୍ ଉଜାବାଟେ ରଇକରି ଆମର୍ପାଇଁ ଗୁଆରି କରି ପାର୍ତନା କଲାନି ।