33 ପରମେସର୍ ବାଚ୍ଲା ଲକ୍ମନ୍କେ କେ ଦସିବଲି କଇପାର୍ସି ? ସେମନ୍କେ ସେ ନିଜେ କାଇ ଦସ୍ କରି ନ ରଇବା ଲକ୍ ବଲି ଉଡ୍ରା କଲାଆଚେ । 34 ତେବେ ସେମନ୍କେ ଦସି ବଲି କେ କଇନାପାରତ୍ । କିରିସ୍ଟ ଜିସୁ ତା କେବେ ନ କରେ, କାଇକେବଇଲେ ତାକେ ପର୍ମେସର୍ ମଲାତେଇଅନି ଜିବନ୍ କରି ଉଟାଇଲାଆଚେ । ଏବେ ସେ ପରମେସରର୍ ଉଜାବାଟେ ରଇକରି ଆମର୍ପାଇଁ ଗୁଆରି କରି ପାର୍ତନା କଲାନି ।
Publicidade